ଆମେରିକା: ସେହିଭଳି ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ କମଲା ହାରିସଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଭିନନ୍ଦନ ଜଣାଇଛନ୍ତି । ସେ କମଲା ହ୍ୟାରିସଙ୍କୁ ଟ୍ୟାଗ୍ କରି ଲେଖିଛନ୍ତି ଯେ, ତୁମର ସଫଳତା ଏକ ନୂଆ ରାସ୍ତା ଦେଖାଇବାକୁ ଯାଉଛି ଏବଂ ସମସ୍ତ ଭାରତୀୟ-ଆମେରିକୀୟ ନାଗରିକ ଏଥିପାଇଁ ଗର୍ବ ଅନୁଭବ କରିବେ ।



Visitors Today : 0
Total Visitors : 130213
Total Views : 9891684
Visitors Online Now : 0