ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୭୦ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୭୪ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୦ ଜଣ ରହିଥିବା ବେଳେ ୫୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୮୭୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୩ ଜଣଙ୍କର ମୃତ୍ୟୁ ହୋଇଛି।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0