ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ୧୪ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୨୦୯୪୬ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୬୯୩୧ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୫୯୮୫ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୨୧୪୫ଟି ଭୋଟ୍ ପାଇଛନ୍ତି ।
ସୂଚନାଯୋଗ୍ୟ, ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ୧୩ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୯୨୬୪ ଭୋଟରେ ଆଗୁଆ ରହିଥିଲା। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୩୯୫୪ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୪୬୯୦ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୭୬୬ଟି ଭୋଟ୍ ପାଇଥିଲେ। ।



Visitors Today : 1
Total Visitors : 130306
Total Views : 9891809
Visitors Online Now : 0