ଗତ ୨୪ ଘଣ୍ଟାରେ ୪୪ ହଜାର ୨୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୮୬ ଲକ୍ଷ ୩୬ ହଜାର ୦୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୧୨ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ମୋଟ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୭୧କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୫୦ହଜାର ୩୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୦ ଲକ୍ଷ ୧୩ ହଜାର ୭୮୩ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୪ ଲକ୍ଷ ୯୪ ହଜାର ୬୫୭ ଜଣ ।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0