ଯାଜପୁର: ଧର୍ମଶାଳା ସବରେଜିଷ୍ଟାର ଅଫିସର କିରାଣୀ ରତ୍ନାକର ମହାନ୍ତିଙ୍କ ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଭିଜିଲାନସ ଚଢଉ। ଆଜି ସକାଳେ ଯାଜପୁର ଭିଜିଲାନସ ପକ୍ଷରୁ ରତ୍ନାକର ମହାନ୍ତିଙ୍କ ଚହଟାରେ ଥିବା ପୈତୃକ ଘର, ଜାରକାରେ ଥିବା ଭଡ଼ା ଘର, ଚାନ୍ଦପୁରରେ ଶଶୁର ଘର, ଜାତୀୟ ରାଜପଥରେ ଥିବା ହୋଟେଲ ଆକାଶ ଓ ଅନ୍ୟ କେତେକ ସଂପର୍କୀୟଙ୍କ ଘରେ ଚଢଉ ଜାରି ରହିଛି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0