spot_img

ଫେରିଲେ ଅର୍ଣ୍ଣବ ଗୋସ୍ୱାମୀ

ବେଲରେ ଆସିଲେ ରିପବ୍ଳିକ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀ । ଇଂଟେରିୟର ଡିଜାଇନରଙ୍କ ଆତ୍ମହତ୍ୟା ଘଟଣାରେ ଗିରଫ ହୋଇ ଜେଲ ଯାଇଥିଲେ ଅର୍ଣ୍ଣବ । ଜେଲରୁ ମୁକୁଳିବା ପରେ ମହାରାଷ୍ଟ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଅର୍ଣ୍ଣବ ଗୋସ୍ୱାମୀ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular