spot_img

ଦେଶରେ ପୁଣି ବଢ଼ିଛି କରୋନା ସଂକ୍ରମଣ

ଗତ ୨୪ ଘଣ୍ଟାରେ ୪୪ ହଜାର ୮୭୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୮୭ଲକ୍ଷ ୨୮ ହଜାର ୭୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୪୭ ଜଣଙ୍କର ମୃତୁ୍ୟ ହୋଇଥିବା ବେଳେ ମୋଟ ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୨୮ ହଜାର ୬୨୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୯ହଜାର ୦୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୧ଲକ୍ଷ ୮୪ ହଜାର ୫୪୭ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୪ ଲକ୍ଷ ୮୪ ହଜାର ୫୪୭ ଜଣ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular