spot_img

ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର: ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉକ୍ରଳ ଜନନୀ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ତେବେ ମାଧ୍ୟମିକ ସ୍ତରରେ ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନେ୍ଦ ଉକ୍ରଳ ଜନନୀ । ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ରହିବାର ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular