ଦେଶରେ ପୁଣି ବଢ଼ିଛି କରୋନା ସଂକ୍ରମଣ । । ଗତ ୨୪ ଘଣ୍ଟାରେ ୪୪ ହଜାର ୬୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ଦେଶରେ ସମୁଦାୟ ୮୭ଲକ୍ଷ ୭୩ ହଜାର ୪୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଦେଶରେ ୫୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୯ ହଜାର ୧୮୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ହଜାର ୯୯୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା କରୋନାରୁ ସମୁଦାୟ ୮୧ଲକ୍ଷ ୬୩ ହଜାର ୫୭୨ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ସକ୍ରିୟ ରହିଛନ୍ତି ୪ ଲକ୍ଷ ୮୦ ହଜାର ୭୧୯ ଜଣ ।



Visitors Today : 1
Total Visitors : 130176
Total Views : 9891623
Visitors Online Now : 0