spot_img

କରୋନା ନେଲା ଆଉ ୪ ଜୀବନ, ୮୩କୁ ଛୁଇଁଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର ୧୭/୭: ଓଡିଶାରେ କରୋନା ନେଲା ଆଉ ୪ ଜଣଙ୍କ ଜୀବନ। ଏହି ୪ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି। ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular