ମହାରାଷ୍ଟ୍ର: ମହାରାଷ୍ଟ୍ରରେ ଖୋଲିଲା ଧାର୍ମିକ ଅନୁଷ୍ଟାନ । ମହାରାଷ୍ଟ୍ର ସରକାର ଅନୁମତି ଦେବା ପରେ ମନ୍ଦିର, ମସଜିଦ, ଗୀର୍ଜା ସମେତ ସମସ୍ତ ଧାର୍ମିକ ପୀଠ ଭକ୍ତଙ୍କ ପାଇଁ ଆଜିଠାରୁ ଖୋଲିଛି ।ତେବେ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନକୁ ମାନିବାକୁ କୁହାଯାଇଛି । କୋଭିଡ ନିୟମ ପାଳନ ସହ ସମସ୍ତେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ସମସ୍ତ ଧାର୍ମିକ ସ୍ଥଳ ପାଇଁ ଗୋଟିଏ ନିୟମ ରହିବ । ନିୟମିତ ସାନିଟାଇଜେସନ, ସାମାଜିକ ଦୂରତା ରକ୍ଷା କରିବେ ।



Visitors Today : 2
Total Visitors : 130212
Total Views : 9891682
Visitors Online Now : 0