ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ୪୮ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୨୨୭ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧ ଜଣ ରହିଥିବା ବେଳେ ୩୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୩୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୯୮ ଜଣଙ୍କର ମୃତ୍ୟୁ ହୋଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0