ଭଦୋଦରା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୧ ଜଣଙ୍କର ମୃତୁ୍ୟ ଘଟିଥିବା ବେଳେ ୧୭ ଜଣ ଆହତ ହୋଇଛନ୍ତି । ଘଟଣା ଘଟିଛି ଗୁଜୁରାଟର ଭଦୋଦରାସ୍ଥିତ ୱାଘୋଡିଆ କ୍ରସିଂ ରାଜପଥରେ । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାର ସୂଚନା ମିଳିଛି ।
Gujarat: Nine people died, 17 injured in a collision between two trucks, at Waghodia Crossing Highway in Vadodara earlier this morning. The injured admitted to a hospital where they are undergoing treatment. https://t.co/z5HkSPfIo8 pic.twitter.com/kEdPcAkp98
— ANI (@ANI) November 18, 2020



Visitors Today : 6
Total Visitors : 130175
Total Views : 9891622
Visitors Online Now : 0