ଭୁବନେଶ୍ୱର : ରାଜ୍ୟରେ କମୁଛି କରୋନା ସଂକ୍ରମଣ କିନ୍ତୁ ବଢ଼ୁଛି ମୃତ୍ୟୁ । ଆଜି ରାଜ୍ୟରେ ୨୪ ଘଣ୍ଟାରେ ୬୩୮ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ହଜାର ୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0