ଗୌହାଟୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଅଗଷ୍ଟ ୨୫ ତାରିଖରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିଲା ଏବଂ ଅକ୍ଟୋବର ୨୫ ତାରିଖରୁ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ ମିଳିଥିଲା। କିନ୍ତୁ ନଭେମ୍ବର ୨ ତାରିଖରେ ଗୋଗୋଇ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ୍ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ ସଂଘର୍ଷ କରିବା ପରେ ଆଜି ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0