spot_img

ଶୀତରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ୱର  : ରାଜ୍ୟରେ ଧିରେ ଧିରେ ବଢ଼ୁଛି ଥଣ୍ଡା। ଶୀତରେ ଏବେ ଥରୁଛି ସାରା ରାଜ୍ୟ। କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ରାଜ୍ୟର ସବୁଠାରୁ ଶୀତୁଆ ସ୍ଥାନ ପାଲଟିଛି। ଦାରିଙ୍ଗବାଡ଼ିରେ ଗତକାଲି ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଛି। କୋରାପୁଟ, ରାଉରକେଲା, ସୋନପୁର, ଭବାନୀପାଟଣାରେ ଅସହ୍ୟ ଶୀତ ହେଉଛି। ଲୋକେ ଶୀତ ଦାଉରୁ ରକ୍ଷା ପାଇବା ପାଇଁ କିଏ ନିଆଁ ଜାଳୁଛନ୍ତି ତ ଆଉ କିଏ ମର୍ଣ୍ଣିଂ ୱାକ୍ କରୁଛନ୍ତି। ମୁଖ୍ୟତଃ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ବଢିଛି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular