ଭୁବନେଶ୍ୱର: ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ;ଟ୍ୱିଟ୍ ରେ ବୈଜୟନ୍ତ ପଣ୍ଡା ଏ ସଂପର୍କରେ ସୂଚନା ଦେଇଛନ୍ତି। ସେ ଉଲ୍ଲେଖ କରିଛନ୍ତି, ତାଙ୍କ ନିକଟରେ କୋଭିଡ୍ ଲକ୍ଷଣ ପ୍ରକାଶ ପାଇବାରୁ ସେ ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ୍ ଆସିଛି। ତେବେ ଗତ କିଛି ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜକୁ ସଂଗରୋଧରେ ରଖିବା ସହ ଆବଶ୍ୟକ ସ୍ଥଳେ କୋଭିଡ୍ ପରୀକ୍ଷା କରାଇନେବାକୁ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅନୁରୋଧ କରିଛନ୍ତି।



Visitors Today : 1
Total Visitors : 130304
Total Views : 9891807
Visitors Online Now : 0