ଭୁବନେଶ୍ୱର: ଓଡିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ରାଜ୍ୟ ସିନିୟର ଦଳ ପାଇଁ କୋଚିଂ ଷ୍ଟାଫ ନିଯୁକ୍ତ କରାଯାଇଛି । ତେବେ ମୁଖ୍ୟ କୋଚ ପଦରେ ରହିଛନ୍ତି ରଶ୍ମିରଞ୍ଜନ ପରିଡା । ଏହା ସହ ଦୀପକ ମଙ୍ଗରାଜ ବୋଲିଂ ଏବଂ ଗୌତମ ଗୋପାଳ ଫିଲ୍ଡିଂ କୋଚ ଭାବରେ ମନୋନୀତ ହୋଇଛନ୍ତି । ଅନ୍ୟପଟେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି, ସମ୍ପାଦକ ସଞ୍ଜୟ ବେହେରା, ଉପସଭପତି ଅକ୍ଷୟ କୁମାର ସାମନ୍ତ, ଯୁଗ୍ମ ସମ୍ପାଦକ ମେହତାବ ଖାଁ, କୋଷାଧ୍ୟକ୍ଷ ବିକାଶ ପ୍ରଧାନ, ଆପେକ୍ସ କାଉନ୍ସିଲ ସଦସ୍ୟ ଶୁଭାଶିଷ ସେନାପତି ପ୍ରମୁଖ ନୂଆ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0