ସମ୍ବଲପୁର : ସମ୍ବଲପୁର କିସିଣ୍ଡା ଅଞ୍ଚଳରୁ ଏହି ଅଭିଯୋଗ ଆସିଛି। ମିଳିଥିବା ସୂଚନା ଅନୁସାରେ ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଅଞ୍ଚଳର ଜଣେ ୧୭ ବର୍ଷିୟା ଯୁବତୀଙ୍କୁ ଜଣେ ବିବାହିତ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ନାବାଳିକାଙ୍କୁ ଘରକୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଅଭିଯୁକ୍ତ ଫେରାର ହୋଇଯାଇଥିବା ସୂଚନା ମିଳିଛି। ସମ୍ପୃକ୍ତ ନାବାଳିକାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରିଛନ୍ତି| ବାହାର ରାଜ୍ୟରେ ଡ୍ରାଇଭର କାମ କରୁଥିବା ଜଣେ ବିବାହିତ ଯୁବକ କିସିଣ୍ଡା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଦୁଷ୍କର୍ମ କରିଛି।



Visitors Today : 3
Total Visitors : 130426
Total Views : 9891957
Visitors Online Now : 0