ଭୁବନେଶ୍ୱର: ବିଜେଡ଼ିରୁ ବହିଷ୍କୃତ ହେଲେ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପ ପାଣିଗ୍ରାହୀଙ୍କ ଝିଅଙ୍କ ସହ ନିଲମ୍ବିତ ଓୠଝ ଅଧିକାରୀ ଅଭୟ ପାଠକଙ୍କ ପୁଅଙ୍କର ବାହାଘର ଠିକ୍ ହୋଇଥିଲା। ଜନ ବିରୋଧୀ କାର୍ୟ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପ ପାଣିଗ୍ରାହୀଙ୍କୁ ବହିଷ୍କୃତ କରାଯାଇଛି। ଏନେଇ ପ୍ରେସ୍ ରିଲିଜ ଜରିଆରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ଏବେ ଜେଲ୍ରେ ଅଛନ୍ତି। ଉଭୟଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0