ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ପୋଲିସ ଦ୍ଵାରା ଜଣେ ଯୁବକ ଗିରଫ । ଦାଦା ବଟି ମାଗିବା ଅଭିଯୋଗରେ ଯୁବକଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ ଯୁବକଠାରୁ ପୋଲିସ ଏକ ମୋଟରସାକେଲ, ଏକ ମାଉଜର ଓ ୫ଟି ଅଫୁଟା ଗୁଳି ଜବତ କରିଛି । ଗିରଫ ଯୁବକ ଜଣକ ମୁକେଶ ପ୍ରଧାନ ବୋଲି ଜଣାପଡିଛି । ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଥିବା ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ସାହୁ ସୂଚନା ଦେଇଛନ୍ତି ।



Visitors Today : 1
Total Visitors : 130211
Total Views : 9891679
Visitors Online Now : 0