spot_img

ଆଇସିସି ସୁପର ଲିଗ ଟେବୁଲ ଶୀର୍ଷରେ ଅଷ୍ଟ୍ରେଲିଆ

ଦୁବାଇ: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ ବିଶ୍ୱକପ ସୁପର ଦିନିକିଆ ଲିଗ ପଏଣ୍ଟ ତାଲିକାରେ ଅଷ୍ଟ୍ରେଲିଆ ଶୀର୍ଷ ସ୍ଥାନ ଅଧିକାର କରିଛି । ତେବେ ଭାରତ ବିପକ୍ଷ ଦିନିକିଆ ସିରିଜରେ ୨-୧ରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ଏହି ସଫଳତା ପାଇଛି । ଅନ୍ୟପଟେ ଭାରତ ଏହି ପଏଣ୍ଟ ତାଲିକାରେ ଷଷ୍ଠ ସ୍ଥାନରେ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular