ନୂଆଦିଲ୍ଲୀ: ମାତୃଭାଷାରେ ବୈଷୟିକ ଶିକ୍ଷାଦାନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍ ନିଶଙ୍କ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଟାସ୍କ ଫୋର୍ସ ଶିକ୍ଷାକ୍ଷେତ୍ର ସହ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ସଙ୍ଗଠନଗୁଡ଼ିକ ସହ ଆଲୋଚନା କରି ମାସେ ମଧ୍ୟରେ ରିପୋର୍ଟ ଦାଖଲ କରିବ ବୋଲି ସୂଚନା ମିଳିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0