spot_img

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୨ ବଖରା ଘର

ଯାଜପୁର : ଯାଜପୁର ଜିଲ୍ଲା ବରୀ ବ୍ଲକ ବାଇସାରିୟା ପଞ୍ଚାୟତ ହରିସ୍ତାଲ ଗାଁରେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଟିକନ ମଳିକଙ୍କ ଘରେ ନିଆଁ ଲାଗିଯାଇଥିଲା । ଏହାପରେ ନିଆଁ ବ୍ୟାପି ଯାଇ ଭୟାବହ ଅଗ୍ନିକାଣ୍ଡ ହଇଥିଲା । ଫଳରେ ଅଗ୍ନିକାଣ୍ଡରେ ଜଳିଗଲା ୩ ପରିବାରର ୧୨ ବଖରା ଘର ଜଳିଯିବା ସହ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଆସବାବପତ୍ର ଜଳିପୋଡି ନଷ୍ଟ ହୋଇଯାଇଛି । ଘଟଣା ସମ୍ପର୍କରେ ଖବର ପାଇ ଦମକଳବାହୀନ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular