spot_img

ଦେଶରେ ଦିନକରେ ୩୬, ୧୧ ଆକ୍ରାନ୍ତ, ୪୮୨ ମୃତ

ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୪୦ ହଜାର ୧୮୨ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୯୬ ଲକ୍ଷ ୪୪ ହଜାର ୨୨୨ । ଗତ ୨୪ ଘଣ୍ଟାରେ ୩୬ ହଜାର ୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୪୮୨ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୧ ଲକ୍ଷ ୭୯୨ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ଲକ୍ଷ ୩ ହଜାର ୨୪୮ ରହିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular