ମୋହନା : ଗଜପତି ଜିଲ୍ଲାରେ ଅପରେସନ୍ ଗ୍ରୀନ୍ କ୍ଲିନ୍ ଜାରି ରହିଛି । ଗତ ଦୁଇ ସପ୍ତାହ ମଧ୍ୟରେ ୧୫୦ କୋଟି ଟଙ୍କାରୁ ଉର୍ଦ୍ଧ୍ବ ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି । ରବିବାର ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଅଡବା ଥାନା କାମେରିଙ୍ଗ ଗାଁ ନିକଟରେ ୬୫ ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିବା ବେଳେ ଏହାକୁ ନଷ୍ଟ କରିଛନ୍ତି ପୋଲିସ ଓ ଅବକାରୀ ବିଭାଗ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0