spot_img

ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ଗଜପତି :  ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ମହେନ୍ଦ୍ରତନୟା ନଦୀ ପୁରୁଣାପାଟଣା ବ୍ରିଜ୍ ନିକଟରେ ଭାସୁଛି ମୃତଦେହ । ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଗ୍ନିଶମ ବାହିନୀ ଦ୍ବାରା ମୃତଦେହ ଉଦ୍ଧାର କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular