ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ଓଡ଼ିଶା ପ୍ରଭାରୀ ଭାବେ ଦାୟିତ୍ୱ ଗ୍ରହଣ ପରେ ପୁରନ୍ଦେଶ୍ୱରୀଙ୍କର ଏହା ପ୍ରଥମ ଓଡ଼ିଶା ଗସ୍ତ । ସେ ୩ ଦିନିଆ ଓଡ଼ିଶା ଗସ୍ତ ଅବସରରେ ଦଳୀୟ ନେତା ଓ ବୁଦ୍ଧିଜୀବୀଙ୍କୁ ଭେଟିବେ । ଆଜି ରାତି ୮ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ବୋଲି ଜଣାପଡିଛି । ଆସନ୍ତାକାଲିଠାରୁ ୨ ଦିନ ଦଳୀୟ କର୍ମୀଙ୍କ ସହ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି ।



Visitors Today : 3
Total Visitors : 130184
Total Views : 9891636
Visitors Online Now : 0