ୱାଶିଂଟନ: ଆମେରିକା ରାଷ୍ଟ୍ରପତି ନିର୍ବାଚନର ବିଜୟୀ ପ୍ରାର୍ଥୀ ଜୋ ବାଇଡେନଙ୍କ ବଡ ଘୋଷଣା । ସେ ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାର ୧୦୦ ଦିନ ମଧ୍ୟରେ ଦେଶର ୧୦ କୋଟି ଲୋକଙ୍କୁ କରୋନା ଟିକା ଦିଆଯିବ ବୋଲି ସେ କହିଛନ୍ତି । ଏହି ସହିତ ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯିବ । ଡେଲାୱେରରେ ଏକ ବୈଠକରେ ଯୋଗଦେଇ ବାଇଡେନ୍ ଏଭଳି କହିଛନ୍ତି ।



Visitors Today : 0
Total Visitors : 130175
Total Views : 9891622
Visitors Online Now : 0