spot_img

ଏଣିକି ରାତି ୮ଟା ଯାଏଁ ଖୋଲିବ ବ୍ୟାଙ୍କ

ଏଣିକି ରାତି ୮ଟା ଯାଏଁ ଖୋଲିବ ବ୍ୟାଙ୍କ । ଭୁବନେଶ୍ୱର ବ୍ୟାଙ୍କ ଅଫ ଇଣ୍ଡିଆ ଗ୍ରାହକ ସେବା କେନ୍ଦ୍ର ଏହି ସୁବିଧା ଯୋଗାଇଦେବ । ଆଜି ଏହି ଭୁବନେଶ୍ୱରରେ ସେବାକେନ୍ଦ୍ର ଉଦଘାଟିତ ହୋଇଛି । ସବୁ ବ୍ୟାଙ୍କର ଗ୍ରାହକ ସେବା ଦିନ ୪ଟା ଯାଏଁ ଖୋଲା ରହୁଛି । କିନ୍ତୁ ଏବେ ବ୍ୟାଙ୍କ ଅଫ ଇଣ୍ଡିଆର ଏହି ଗ୍ରାହକ ସେବା କେନ୍ଦ୍ର ରାତି ୮ଟା ଯାଏଁ ଖୋଲାରହିବ । ଏହାଛଡା ଜନଧନ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ଯୋଜନା ଓ ଅଟଳ ପେନସନ ଯୋଜନାର ଲାଭ ଉଠାଇପାରିବେ ଗ୍ରାହକ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular