spot_img

୧୩ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ

ମୋହନା ଆର. ଉଦୟଗିରି ଥାନା ଲାଟିଙ୍ଗି ଗାଁ ନିକଟରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ୬୭ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ନଷ୍ଟ କରାଯାଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଗତ ୩ ସପ୍ତାହ ମଧ୍ୟରେ ଗଜପତି ଜିଲ୍ଲାରେ ପ୍ରାୟ ୨ ଶହ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ଜଣାପଡିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular