ଭୁବନେଶ୍ୱର: ଭିଜିଲାନ୍ସ ହାତକୁ ଗଲା ପ୍ରଦୀପଙ୍କ ମାମଲା । ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଦୁର୍ନୀତି ମାମଲାର ତଦନ୍ତ ଭିଜିଲାନ୍ସ କରିବ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଫେବୃୟାରୀ ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ମାମଲାର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ। ମୁଖ୍ୟମନ୍ତ୍ରୀଙ୍କ ସୁପାରିସ୍କୁ ଗ୍ରହଣ କରି ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ସରକାର ଏହି ସୁପାରିସ କରିଥିଲେ।



Visitors Today : 21
Total Visitors : 130489
Total Views : 9892031
Visitors Online Now : 0