spot_img

ଦେଶରେ ୨୫,୧୫୨ ନୂଆ ଆକ୍ରାନ୍ତ, ୩୪୭ ମୃତ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୪୫ ହଜାର ୧୩୬ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୪ ହଜାର ୫୯୯ । ଗତ ୨୪ ଘଣ୍ଟାରେ ୨୫ ହଜାର ୧୫୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୩୪୭ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୫ ଲକ୍ଷ ୫୦ ହଜାର ୭୧୨ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ଲକ୍ଷ ୦୮ ହଜାର ୭୫୧ ରହିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular