spot_img

ରାଜ୍ୟରେ ଆଉ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବରରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମାଲକାନଗିରି, ସମ୍ବଲପୁର, ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular