ନୂଆଦିଲ୍ଲୀ: ଇଂଲଣ୍ଡରୁ ନୂତନ ଗୁଣସୂତ୍ରଧାରୀ କରୋନାଭାଇରସ ସଂକ୍ରମଣ ବିଷୟରେ ସରକାର ସତର୍କ ଥିବାରୁ ଭୟଭୀତ ହେବା ଅନାବଶ୍ୟକ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, କରୋନାଭାଇରସ ମହାମାରୀ ବିରୋଧରେ ସଂଗ୍ରାମ ଭାରତର ଆତ୍ମନିର୍ଭରତାର ଏକ ଦୃଷ୍ଟାନ୍ତ। ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୂରଦୃଷ୍ଟି ଯୋଗୁଁ ଭାରତ ଅଧିକାଂଶ କ୍ଷେତ୍ରରେ ଶ୍ରେଷ୍ଠ ୧୦ ସ୍ଥାନରେ ରହିଛି ବୋଲି ସେ କହିଛନ୍ତି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0