ନିଆଳି : ରାଜ୍ୟରେ ପୁଣି ଫେରିଲା କଣ୍ଟେନମେଣ୍ଟ୍। ବହୁ ଦିନ ପରେ ପୁଣି ଫେରିଛି କଣ୍ଟେନମେଣ୍ଟ୍ କଟକଣା। କଟକ ଜିଲ୍ଲା ପାଟସୁନ୍ଦରପୁର ପଞ୍ଚାୟତର ନୂଆସାହି ଗାଁକୁ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା କରାଯାଇଛି। କଟକ ଉପଜିଲ୍ଲାପାଳ ଏହି ଗାଁକୁ କଣ୍ଟେନମେଣ୍ଟ୍ ଜୋନ୍ ଘୋଷଣା କରିଛନ୍ତି। ଆସାହି ଗାଁରେ କରୋନାରେ ଜଣଙ୍କ ମୃତ୍ୟୁ ଘଟିବା । ଏବଂ ୧୩ ଜଣ ପଜିଟିଭ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଉପଜିଲ୍ଲାପାଳଙ୍କ ପୂରା ଗାଁକୁ ଆଜି ସକାଳ ୬ଟାରୁ ଜାନୁଆରୀ ୪ ତାରିଖ ଯାଏଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି।



Visitors Today : 1
Total Visitors : 130442
Total Views : 9891976
Visitors Online Now : 0