ଦେଶରେ ଦୈନିକ ସଂକ୍ରମଣ କମୁଛି । ଗତ ୨୪ ଘଣ୍ଟାରେ ଦେଶରେ କରୋନା ମୃତୁ୍ୟ ସଂଖ୍ୟା ୧ ଲକ୍ଷ ୪୭ ହଜାର ୬୨୨ କୁ ବୃଦ୍ଧି ପାଇଛି । ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧କୋଟି ୦୧ଲକ୍ଷ ୮୭ ହଜାର ୮୫୦ । ଗତ ୨୪ ଘଣ୍ଟାରେ ୧୮ ହଜାର ୭୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଦିନକରେ ୨୭୯ ଜଣଙ୍କର କରୋନାରେ ମୃତୁ୍ୟ ଘଟିଛି । ଆଶ୍ୱାସନାର ବିଷୟ ଦେଶରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇସାରିଲେଣି ୯୭ ଲକ୍ଷ ୬୧ ହଜାର ୫୩୮ ଜଣ । ସେପଟେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ ଲକ୍ଷ ୭୮ ହଜାର ୬୯୦ ।



Visitors Today : 2
Total Visitors : 130168
Total Views : 9891614
Visitors Online Now : 0