ବାଂଶପାଳ : କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ଫୁଲଝର ରୁଗୁଡିସାହିରେ ହତ୍ୟାକାଣ୍ଡ । ମୃତ ଯୁବକ ହେଲେ ଦାମୋଦର ମୁଣ୍ଡା । ଘରୁ ବାହାରୁ ଥିବାବେଳେ କେହି ଦୁର୍ବୃତ୍ତ ତାଙ୍କୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ହତ୍ୟାକାଣ୍ଡ ପରେ ଟାଙ୍ଗିଆ ଧରି ଗାଁରେ ଘୁରି ବୁଲୁଛି ଅଭିଯୁକ୍ତ ମତେ ମୁଣ୍ଡା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତକୁ କାବୁ କରିବାକୁ ପୋଲିସ ଉଦ୍ୟମ ରଖିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0