spot_img

ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଡ୍ରାଇଭିଂ ଲାଇସେନ୍ସ ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହୋଇଛି। ଜନସାଧାରଣ ମାନେ ଆରଟିଓ -୧ରେ ଅନଲାଇନରେ ଆବେଦନ କରିପାରିବେ।ଏନେଇ ଟ୍ୱିଟ୍ କରି ଭୁବନେଶ୍ୱର ଆରଟିଓ ୧ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ଲର୍ଣ୍ଣିଂ ଲାଇସେନ୍ସ ଥିବା ଗାଡି ଚାଳକ ନୂଆ ଡ୍ରାଇଭିଂ ଲାଇସେନ୍ସ ପାଇଁ ଆବେଦନ କରିପାରିବେ ।

 

ପୂର୍ବରୁ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ଆବେଦନ ଜାରି ରହିଛି । ଆରଟିଓର ସମସ୍ତ ସେବାକୁ ପେପରଲେସ୍ କରିବା ପାଇଁ ପ୍ରୟାସ ଚାଲିଛି । ତେବେ ଲାଇସେନ୍ସ ହେଉ କି ରେଜିଷ୍ଟ୍ରେସନ୍‌ ଏପରିକି ନବୀକରଣ ଭଳି କାର୍ଯ୍ୟପାଇଁ ଦୀର୍ଘ ଦିନ ଧରି ଅପେକ୍ଷା କରିବାକୁ ପଡିଥିଲା ଲୋକଙ୍କୁ । ଏବେ ଆରଟିଓ ସ୍ୱାଭାବିକ ଅବସ୍ଥାକୁ ଫେରିବା ସହିତ ଲୋକଙ୍କ ସମସ୍ୟାର ସମାଧାନ ହୋଇପାରିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular