ମୁମ୍ବାଇ: ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବିଗ ବସ୍ ସିଜିନ ୮ର ବିଜେତା ତଥା ଅଭିନେତା ଗୌତମ ଗୁଲାଟୀ । ଗୌତମ ଗୁଲାଟୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି । ଏ ନେଇ ସେ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ବର୍ତ୍ତମାନ ଗୁଲାଟୀ ଲଣ୍ଡନରେ ଅଛନ୍ତି । ସେ ତାଙ୍କ ଇନଷ୍ଟାଗ୍ରମ ଆକାଉଣ୍ଟରେ ଏକ ଫଟୋ ସେୟାର କରି ଏହି ସୂଚଦା ଦେଇଛନ୍ତି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0