ଝାରସୁଗୁଡ଼ା : ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଆସନ୍ତା ୧୨ ତାରିଖଠାରୁ ମୁମ୍ବାଇ-ଝାରସୁଗୁଡ଼ା-ବେଙ୍ଗାଲୁରୁ ମଧ୍ୟରେ ବିମାନ ସେବା ଆରମ୍ଭ ହେବ। ଏଥିପାଇଁ ସ୍ପାଇସ ଜେଟ ପକ୍ଷରୁ ସମୟ ସାରଣୀ ପ୍ରକଶ ପାଇଛି। ଏହି ସେକ୍ଟରରେ ବୋଇଂ ୭୩୭ ଚଳାଚଳ କରିବ ବୋଲି ସ୍ପାଇସ ଜେଟ ସୂତ୍ରରୁ ଜଣାଯାଇଛି। ଏହି ସେବା ସପ୍ତାହରେ ୪ ଦିନ ଉପଲବ୍ଧ ହେବ। ମଙ୍ଗଳବାର, ଗୁରୁବାର, ଶନିବାର ଓ ରବିବାର ଦିନ ଏହି ରୁଟରେ ବିମାନ ଉଡ଼ାଣ କରିବ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0