କଟକ: ଚଳିତ ଜାନୁଆରୀ ମାସର ପ୍ରତ୍ୟେକ ଶନିବାର ହାଇକୋର୍ଟ ବନ୍ଦ ରହିବ । ଏହାର ଅଫିସ୍, ଅନ୍ୟାନ୍ୟ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଏବଂ ଏହାର ଅଫିସ୍ ସବୁ ଆଦି ବନ୍ଦ ରହିବ ବୋଲି ସୂଚନା ମିଳିଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ସେହି ଆଧାରରେ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0