କେନ୍ଦ୍ରାପଡ଼ା : ବାରିମୂଳ ସବଜେଲରେ ଜଣେ ବିଚାରାଧୀନ ବନ୍ଦୀଙ୍କ ସନ୍ଦେହଜନକ ମୃତ୍ୟୁ । ମୃତ ବ୍ୟକ୍ତି ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ବ୍ଲକ ବାଲିଆ ଗ୍ରାମର ପୂର୍ଣ୍ଣଚନ୍ଦ୍ର ବେହେରା। ପାରବାରିକ ହି˚ସା ମାମଲାକୁ ନେଇ ଗତ ୩୦ତାରିଖରେ ଡେରାବିଶ ପୁଲିସ ତାଙ୍କୁ ଗିରଫ କରିଥିଲା। ମାତ୍ର ଗତକାଲି ରାତି ପ୍ରାୟ ୧୦ଟା ବେଳେ ଜେଲରେ ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିବାରୁ କେନ୍ଦ୍ରାପଡ଼ା ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।



Visitors Today : 0
Total Visitors : 130422
Total Views : 9891952
Visitors Online Now : 0