ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0