ସିଡନୀ: ଭାରତ-ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ମ୍ୟାଚରୁ ଓହରିଲେ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ଜେମ୍ସ ପ୍ୟାଟିନସନ । ଏନେଇ କ୍ରିକେଟ ଅଷ୍ଟ୍ରେଲିଆ ଗଣମାଧ୍ୟମ ନିକଟରେ ସ୍ପଷ୍ଟ କରିଛି । ତେବେ ପଞ୍ଜାରେ ଆଘାତ ଯୋଗୁଁ କିଛିଦିନ ପାଇଁ କ୍ରିକେଟ ଠାରୁ ଦୂରରେ ରହିବେ ଏହି ବୋଲର । ଭାରତ ଅଷ୍ଟ୍ରେଲିଆ ତୃତୀୟ ଟେଷ୍ଟ ମ୍ୟାଚ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚଳିତମାସ ୭ରୁ ୧୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଅନ୍ୟପଟେ ତାଙ୍କ ବଦଳ ଖେଳାଳିଙ୍କ ନାମ ଘୋଷଣା କରାଯାଇନାହିଁ ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0