spot_img

ଅଯୋଗ୍ୟ ହିତାଧିକାରୀ ଫେରାଇବେ କାଳିଆ ଟଙ୍କା

ଅଯୋଗ୍ୟ ହିତଧିକାରୀ ଫେରାଇବେ କାଳିଆ ଟଙ୍କା । କୃଷି ଭବନରେ ବସିଥିବା ଉଚ୍ଚ ସ୍ତରୀୟ ବୈଠକ ପରେ ଏହି ସୂଚନା ଦେଇଛନ୍ତି କୃଷି ସଚିବ ସୌରଭ ଗର୍ଗ । ୫୧ଲକ୍ଷ ହିତକାରୀଙ୍କ ମଧ୍ୟରୁ ୯୮ ପ୍ରତିଶତ ଯୋଗ୍ୟ ହିତକାରୀ । କେବଳ ୫୦ ହଜାର ଅଯୋଗ୍ୟ ହିତାଧିକକାରୀ ଥିଲେ । କିଛି ହିତୀଧିକାରୀ ନିଜ ଆଡ଼ୁ ଟଙ୍କା ଫେରାଇସାରିଲେଣି ।ଅନ୍ୟମାନଙ୍କୁ ଟଙ୍କା ଫେରାଇବାକୁ କୁହାଯାଇଛି । ସେମାନଙ୍କୁ ଟଙ୍କା ଫେରାଇବାକୁ ବ୍ୟାଙ୍କ ଆକାଉଂଟ ନମ୍ବର ଦିଆଯାଇଛି । ସେମାନେ ସେଥିରେ ଟଙ୍କା ଫେରସ୍ତ କରିବେ ବୋଲି କୃଷି ସଚିବ କହିଛନ୍ତି । ସେପଟେ କଂଗ୍ରେସ ବିଧାୟକ ତାରାବାହିନୀ ପତି କହିଛନ୍ତି, ଚାଷୀଙ୍କ ଠାରୁ ଟଙ୍କା ଫେରସ୍ତ କରିବା ବଦଳରେ ଯେଉଁ ଅଫିସରମାନେ ଏଥିରେ ସଂପୃକ୍ତ ଅଛନ୍ତି ଟଙ୍କା ଦେଇଛନ୍ତି ସେମାନଙ୍କ ବିରୋଧରେ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଦାବି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular