spot_img

ୱାଶିଂଟନରେ ୧୫ ଦିନ ପାଇଁ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିର୍ବାଚନରେ ପରାଜିତ ହୋଇଛନ୍ତି । ତଥାପି ନିଜର କ୍ଷମତା ହସ୍ତାନ୍ତର କରିବାକୁ ଇଚ୍ଛୁକ ନାହାନ୍ତି, ଯେଉଁଥିପାଇଁ ଦେଶରେ ଏବେ ଅରାଜକତା ସୃଷ୍ଟି ହୋଇଛି। ଟ୍ରମ୍ପଙ୍କ ହଜାର ହଜାର ସମର୍ଥକ ୱାଶିଂଟନ ଡିସିରେ ଥିବା କ୍ୟାପିଟଲ ବିଲ୍ଡିଂରେ ପ୍ରବେଶ କରି ହିଂସା ଘଟାଇଛନ୍ତି। ପୁଲିସ ସହ ସଂଘର୍ଷ ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ଦୃଷ୍ଟିରେ ରଖି ଦେଶରେ ୧୫ ଦିନ ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରାଯାଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular