spot_img

ଜୁଲାଇ ୩ରେ ଜେଇଇ ଆଡଭାନ୍ସ ପରୀକ୍ଷା

ଭୁବନେଶ୍ବରଜୁଲାଇ ୩ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା ଘୋଷଣା। ୭୫ ପ୍ରତିଶତ ମାନଦଣ୍ଡକୁ ହଟାଇ ଦିଆଯାଇଛି। ଆଇଆଇଟି ଗଡଗପୁର ଏହାର ଆୟୋଜନ କରିବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଏ ସଂପର୍କରେ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular