spot_img

ରାଜ୍ୟରେ ଆଉ ୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବରରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୦କୁ ବୃଦ୍ଧି ପାଇଛି ଏନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୧୩୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏଥିମଧ୍ୟରୁ ୨୧୬୩ଟି ଆକ୍ଟିଭ୍କେସ୍ରହିଥିବା ବେଳେ ୩୨୭୨୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୮୯୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି   ଏବେ ସୁଦ୍ଧା ରାଜ୍ୟରେ ୭୧୧୧୨୧୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular