spot_img

ରାଜଧାନୀରେ ଉଗ୍ର ରୂପ ନେଉଛି କରୋନା

ଭୁବନେଶ୍ୱର : ରାଜଧାନୀରେ କାୟା ମେଲାଉଛି କରୋନା । ଦିନକରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚାଳରୁ ରେକର୍ଡ଼ ସଂଖ୍ୟକ ୨୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୦୭ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୪୧ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ତେବେ ଚିନ୍ତାର କାରଣ ପାଲଟିଛି ବିଜେବି ନଗରର ମହିଷାଖାଲ ବସ୍ତି । ଏଠାରୁ ୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular